ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…












