ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟସ୍ତରୀୟ ନବଜାତ ଏନ୍ଆଇଭି କର୍ମଶାଳା

ଭୁବନେଶ୍ୱର,: ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ନିକଟରେ ରାଜ୍ୟସ୍ତରୀୟ ନବଜାତ ନନ୍ ଇନ୍ଭାସିଭ ଭେନ୍ଟିଲେସନ୍ (ଏନଆଇଭି) କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୪୬ ଜଣ ଡାକ୍ତର ଓ ନର୍ସ…