ସୁଜାତାଙ୍କ ଛୁଟି ଆବେଦନକୁ ଖାରଜ କଲେ ମୋହନ ସରକାର, ୬ମାସ ମାଗିଥିଲେ ଛୁଟି
ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ…