ସମ୍ ହସ୍ପିଟାଲ୍ ବ୍ରହ୍ମପୁରରେ ଜଟିଳ କ୍ୟାନ୍ସର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ
ଭୁବନେଶ୍ୱର: ବ୍ରହ୍ମପୁର ସ୍ଥିତ ସମ୍ ହସ୍ପିଟାଲ୍ରେ ଏକ ଜଟିଳ ହେଡ୍ ଆଣ୍ଡ ନେକ୍ କ୍ୟାନ୍ସର ରିସେକ୍ସନ୍ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କରାଯାଇଥିବା ବେଳେ ଦକ୍ଷିଣ ଓଡ଼ିଶାର ରୋଗୀ ମାନଙ୍କ ନିମନ୍ତେ ନୂତନ ଆଶା ସଂଚାର ହେବା ସହ ସ୍ୱାସ୍ଥ୍ୟ ସେବା…



