ସମ୍ମମରେ ଦୁଇ ଦିନିଆ ‘ସମ୍ମିଟ ୨୦୨୫’ ଆୟୋଜିତ
୨୦୩୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର, ୨୧/୧୨: ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ହାତକୁ ନେଉଛନ୍ତି।…


