ପଶ୍ଚିମବଙ୍ଗ: ଏବେ ସବୁ ମଦ୍ରାସାରେ ‘ବନ୍ଦେ ମାତରମ୍’ ବାଧ୍ୟତାମୂଳକ
କୋଲକାତା: ପଶ୍ଚିମବଙ୍ଗର ନବନିର୍ବାଚିତ ବିଜେପି ସରକାର ରାଜ୍ୟରେ ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ସମସ୍ତ ମଦ୍ରାସାରେ ଦୈନିକ ପ୍ରାର୍ଥନା ସଭା ସମୟରେ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ଗାନ…

