ଗିନିଜ ବୁକ ଅଫ ୱାର୍ଲଡ ରେକର୍ଡ ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ୮୫୦ କିଲୋ ଚାଉଳରେ ପ୍ରସ୍ତୁତ ‘ପଖାଳ ପରବ’ କାର୍ଯ୍ୟକ୍ରମ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୦ ମାର୍ଚ୍ଚ ୨୦୨୬: ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢାଇବା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ବିଶ୍ୱ ପଖାଳ ଦିବସ ଅବସରରେ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଠାରେ ରାଜ୍ୟସ୍ତରୀୟ’ପଖାଳ ପରବ’ କାର୍ଯ୍ୟକ୍ରମ ପାଳନ ହୋଇଯାଇଛି। ଏହି…
