ପିଏମ୍ ସୂର୍ଯ୍ୟଘର ପାଇଁ ରାଜ୍ୟ ସରକାର ଦେବେ ସହାୟତା
ଭୁବନେଶ୍ୱର: ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି। ପିଏମ୍ ସୂର୍ଯ୍ୟଘର ଯୋଜନାକୁ ଅଧିକ ଆକର୍ଷିତ କରିବାକୁ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ…


