TET କ୍ଲିୟର କରିବା ଅବଧି ୨ରୁ ୩ ବର୍ଷକୁ ବୃଦ୍ଧି

ଭୁବନେଶ୍ୱର: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି ସୁପ୍ରିମକୋର୍ଟ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଦିଆଯାଇଛି। TET କ୍ଲିୟର କରିବା ଅବଧି ୨ରୁ ୩ ବର୍ଷକୁ ବୃଦ୍ଧି କରାଯାଇଛି। ୨୦୨୮ ଅଗଷ୍ଟ ୩୧ ସୁଦ୍ଧା TET କ୍ଲିୟର ନିର୍ଦ୍ଦେଶ ଦିଆଯାଇଛି। TET ପାସ କରି ନ ଥିବା ଶିକ୍ଷକଙ୍କୁ ୩ ବର୍ଷ ମଧ୍ୟରେ କ୍ଲିୟର ପାଇଁ କୁହାଯାଇଛି।

  • Related Posts

    କନ୍ଧମାଳରେ ହାତୀ ଆତଙ୍କ : ସ୍ୱତନ୍ତ୍ର ର‍୍ୟାପିଡ୍ ରେସ୍ପନ୍ସ ଟିମ୍ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

    ଘୁ.ଉଦୟଗିରି: କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ବଢ଼ୁଥିବା ହାତୀ ଓ ବନ୍ୟଶୂକର ଉପଦ୍ରବ ଏବେ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ପାଇଁ ଏକ ଗମ୍ଭୀର ସମସ୍ୟାର ରୂପ ନେଇଛି। ବିଶେଷକରି ଘୁ.ଉଦୟଗିରି, ଟିକାବାଲି ଓ ରାଇକିଆ ବ୍ଲକର ବନାଞ୍ଚଳ ସଂଲଗ୍ନ…

    Continue reading
    ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି: ରାଇକିଆରେ ଯୁବ ସ୍ୱାବଲମ୍ବୀ ସମ୍ବାଦ କାର୍ଯ୍ୟକ୍ରମ

    ରାଇକିଆ: ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳିତ “ବିକାଶର ଧାରା, ଓଡ଼ିଶା ସାରା” ଅଭିଯାନର ଏକ ଅଂଶ ସ୍ୱରୂପ ରାଇକିଆ ବ୍ଲକ ପରିସରରେ ଯୁବ ସ୍ୱାବଲମ୍ବୀ ସମ୍ବାଦ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ସହ ଅନୁଷ୍ଠିତ ହୋଇଯାଇଛି। ଯୁବପିଢ଼ିଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ