ଅନୁଗୁଳରେ ପୁଣି ଏନକାଉଣ୍ଟର

ଅନୁଗୁଳ: ଅନୁଗୁଳରେ ପୁଣି ଏକ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ କ୍ଷୀରୋଦ ନାୟକକୁ ଏନକାଉଣ୍ଟର । ତାର ଡାହାଣ ଗୋଡ଼ରେ ବାଜିଛି ଗୁଳି। ତାକୁ ଅନୁଗୁଳ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ରିପୋର୍ଟ ଅନୁଯାୟୀ, ଅପରାଧି କ୍ଷୀରୋଦ ନାୟକକୁ ଏନକାଉଣ୍ଟର କରିଛି ଅନୁଗୁଳ ପୋଲିସ। କୁକୁଡାଙ୍ଗ,ହନୁମାନ ବାଟୀକା ନିକଟରେ ହୋଇଛି ଏନକାଉଣ୍ଟର। ତାର ଡାହାଣ ଗୋଡରେ ଗୁଳି ବାଜିବାରୁ ତାକୁ ଅନୁଗୋଳ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କ୍ଷୀରୋଦ ନାଁରେ ବିଭିନ୍ନ ଥାନାରେ ୩୦ରୁ ଅଧିକ ଅପରାଧିକ ମାମଲା ରହିଛି । ତା ଘର ଛେଣ୍ଡିପଦା ବୋଲି ଜଣାପଡିଛି। ତେବେ ଖାଲି କ୍ଷୀରୋଦ ନୁହେଁ ଗତ ୨ ତାରିଖରେ ଅନୁଗୁଳ ଜିଲ୍ଲାର ତାଳଚେରରେ ହୋଇଥିଲା ଏନକାଉଣ୍ଟର। କୁଖ୍ୟାତ ଅପରାଧି ସୁଶାନ୍ତ ନାୟକକୁ ହୋଇଥିଲା ଏନକାଉଣ୍ଟର। ତାର ବାମ ଗୋଡ଼ରେ ବାଜିଥିଲା ଗୁଳି। ୪ ଦିନ ଭିତରେ ଦୁଇ ଜଣଙ୍କୁ ଏନକାଉଣ୍ଟର କଲାଣି ଅନୁଗୁଳ ପୋଲିସ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ