ଅପରାହ୍ନ ୩ଟାରେ ଜରୁରୀ ବୈଠକ ଡ଼ାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏବେ ଆଇନ ଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ମହିଳା ବିରୋଧୀ ହିଂସା ବଢିଛି। ଏହାକୁ ପ୍ରସଙ୍ଗ କରି ବିରୋଧୀ ତୁମ୍ବି ତୋଫାନ କରିବା ସହିତ ସରକାରଙ୍କୁ ଘେରୁଛନ୍ତି । ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜରୁରୀ କାଳୀନ ବୈଠକ ଡ଼ାକିଛନ୍ତି । ଶୁକ୍ରବାର ଅପରାହ୍ନ ୩ଟାରେ ଲୋକସେବା ଭବନରେ ବସିବ ଏହି ଜରୁରୀ ବୈଠକ । ଏହି ବୈଠକରେ ଗୃହ ସଚିବ ଉପସ୍ଥିତି ରହିବେ । ସେପଟେ ରାଜ୍ୟର ବର୍ଷକର ତଥ୍ୟ ଧରି ବୈଠକକୁ ଆସିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । କ୍ରାଇମବ୍ରାଞ୍ଚ ଓ ଗୁଇନ୍ଦା ଡିଜି ମଧ୍ୟ ସ୍ୱତନ୍ତ୍ର ରିପୋର୍ଟ ଦେବାକୁ ରହିଛି ନିର୍ଦ୍ଦେଶ । ଏହି ଅପରାଧ ସମୀକ୍ଷା ବୈଠକ ପରେ ପରବର୍ତ୍ତୀ କାର୍ୟ୍ୟପନ୍ଥା ଆପଣାଯିବ। ପୁଲିସ ବିଭାଗରେ ବଡ଼ ଧରଣର ଆଇପିଏସ୍ ଅଦଳବଦଳ ହୋଇପାରେ ବୋଲି ଅନୁମାନ କରାଯାଉଛି। ରାଜ୍ୟରେ ବଢ଼ୁଛି ଅପରାଧ ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ