ଅସହ୍ୟ ଶୀତ : ଫୁଲବାଣୀ ସବୁଠୁ ଥଣ୍ଡା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ଦିନ ପର୍ୟ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଫଳସ୍ବରୂପ ଶୀତ ପ୍ରକୋପ ଲାଗି ରହିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଆଜି ସକାଳେ କଟକ, ଖୋର୍ଦ୍ଧା, ପୁରୀ, ଝାରସୁୁଗୁଡ଼ା ଏବଂ କୋରାପୁଟରେ କୁହୁଡ଼ି ଦୃଶ୍ୟମାନ ହୋଇଛି। କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ ନୟାଗଡ଼ ଜିଲାକୁ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

  • Related Posts

    ଦ୍ରୁତ ଗତିରେ ଆଗଉଛି ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା : ମୁଖ୍ୟମନ୍ତ୍ରୀ

    ମୁମ୍ବାଇ/ଭୁବନେଶ୍ୱର:ମୁମ୍ବାଇର ବମ୍ବେ ଏକ୍ସିବିସନ୍ ସେଣ୍ଟରଠାରେ ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026)ର ୧୪ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ଫିକି (FICCI)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ତିନିଦିନିଆ ଶିଳ୍ପ ମହାକୁମ୍ଭରେ ଯୋଗଦେଇ…

    Continue reading
    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି