ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ।
ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର ଯାହା ପଦକ୍ଷେପ ନେବେ।

ଏକ କଂପାନୀ ସହ ଲିଙ୍କ୍ ମାମଲାରେ ସିବିଆଇ ସ୍କାନରକୁ ଚାଲି ଆସିଛନ୍ତି ବିଷ୍ଣୁପଦ ସେଠୀ। ଗତ ୧୧ ତାରିଖ ଦିନ ୧୦ଟାରେ ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ହେବା ପାଇଁ ବିଷ୍ଣୁପଦଙ୍କୁ ସିବିଆଇ ନୋଟିସ କରିଥିଲା। ହେଲେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀରେ ଥିଲେ ବିଷ୍ଣୁପଦ ସେଠୀ।

ଦିଲ୍ଲୀର ଅଶୋକା ହୋଟେଲରେ ତାଙ୍କ ପାଇଁ ରୁମ୍‌ ବୁକ୍ ହୋଇଥିଲା। ଗୃହ ବିଭାଗ ପକ୍ଷରୁ ତାଙ୍କ ପାଇଁ ରୁମ୍‌ ବୁକ ହେଇଥିବା ବେଳେ ଏହି ତଥ୍ୟ ଏବେ ସାମ୍ନାକୁ ଆସିଛି। ତେବେ କାହିଁକି ଦିଲ୍ଲୀ ଯାଇଥିଲେ ବିଷ୍ଣୁପଦ ତାହା ସ୍ପଷ୍ଟ ହୋଇ ପାରିନି। ଆଉ ଦିଲ୍ଲୀ ଯାଇଥିବା ବେଳେ ସେଠାରେ କାହିଁକି ସିବିଆଇ କାର୍ଯ୍ୟାଳୟରେ ହାଜର ହେଲେନି ତାହା ବି ସ୍ପଷ୍ଟ ହୋଇ ପାରିନି

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ