ଆଇପିଏଲ ୨୦୨୫ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ର ୧୮ତମ ସିଜନ ପାଇଁ ବିଗୁଲ ବାଜିସାରିଛି। ଚଳିତ ମାସରେ ଆଗାମୀ ସିଜନ ପାଇଁ ଏକ ମେଗା ନିଲାମ ହେବ। ସମସ୍ତ ୧୦ଟି ଦଳ ନିଜର ରିଟେନ ଖେଳାଳିଙ୍କ ତାଲିକା ପ୍ରକାଶ କରି ସାରିଛନ୍ତି। ମୁମ୍ବାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ ପ୍ରମୁଖ ଖେଳାଳିଙ୍କୁ ରିଟେନ କରିଛି। ତଥାପି, ହାର୍ଦ୍ଦିକ ଆଇପିଏଲ ୨୦୨୫ର ପ୍ରଥମ ମ୍ୟାଚ ଖେଳି ପାରିବେ ନାହିଁ।

 

ସୂଚନାଯୋଗ୍ୟ, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଗୋଟିଏ ମ୍ୟାଚ ପାଇଁ ବ୍ୟାନ ଲଗାଯାଇଛି। ଆଇପିଏଲ୨୦୨୪ର ଶେଷ ଲିଗ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ ଭୁଲ କରିଥିଲେ। ବାସ୍ତବରେ ହାର୍ଦ୍ଦିକଙ୍କ ମୁମ୍ବାଇ ଇଣ୍ଡିଆନ୍ସ ନିଜର ୨୦ ଓଭରକୁ ଠିକ ସମୟରେ ପୂରଣ କରିପାରି ନ ଥିଲା, ଏହା ପରେ ଆଇପିଏଲ ପରିଚାଳନା ପରିଷଦ ୩୦ ଲକ୍ଷ ଟଙ୍କା ଜରିମାନା ଏବଂ ନିୟମ ଅନୁଯାୟୀ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଗୋଟିଏ ମ୍ୟାଚର ପ୍ରତିବନ୍ଧକ ଲଗାଇଥିଲା। ଏହି କାରଣରୁ ହାର୍ଦ୍ଦିକ ଆଇପିଏଲ ୨୦୨୫ର ପ୍ରଥମ ମ୍ୟାଚ ଖେଳି ପାରିବେ ନାହିଁ।

Related Posts

ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

Continue reading
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ