ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ୫ ଲିଟର ଗ୍ୟାସ ସମ୍ପୂର୍ଣ୍ଣ ବନ୍ଦ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ । ଖୋଲାଖୋଲି ବଜାରରେ ଗ୍ୟାସ୍ ବିକ୍ରି ହେଉଥିବାରୁ ଗ୍ୟାସ୍ କଳାବଜାରୀ ବ୍ୟାପକ ହେଉଛି। ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସଙ୍କଟ ଥିବାବେଳେ ଆମ ରାଜ୍ୟରେ ଗ୍ୟାସ୍ ସିଲିଣ୍ଡରକୁ ନେଇ ସଙ୍କଟ ଦେଖାଦେଉଛି ।
୩ ଦିନରେ ୧୨୫ ରୁ ଅଧିକା ଗ୍ୟାସ ସଲିଣ୍ଡର ଜବତ । ପ୍ରଶାସନର ପଦକ୍ଷେପ କୁ ନେଇ ଛାନିଆ ଦଲାଲ । କଳା ବଜାରି କରୁଥିବା ଲୋକଙ୍କୁ ଧରିବା ପାଇଁ କୋରାପୁଟ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଧରପଗଡ଼ ଅଭିଯାନ । ପୁଲିସ୍ , ପୌର ପାଳିକା, ଯୋଗାଣ ବିଭାଗ ଓ ତହସିଲ ବିଭାଗ ଦ୍ୱାରା ଚାଲିଥିବା ମିଳିତ ଅପରେସନ ରେ କୋରାପୁଟ ଜିଲ୍ଳାର ପ୍ରତିଟି ବ୍ଳକରେ ଚାଲିଛି ଧରପଗଡ଼ ଅଭିଯାନ । ୧୪ ଟି ବ୍ଳକ ରୁ ବର୍ତମାନ ସୁଦ୍ଦା ୧୨୫ ରୁ ଉର୍ଦ୍ଦ ଗ୍ୟାସ ସିଲିଣ୍ଡର କୁ ଜବତ କରି ନିଜ ହିପାଜତରେ ରଖିଛି । ଜୟପୁର ରେ ୮୨ ଟି ରହିଥିବା ବେଳେ ବୋରିଗୁମ୍ମା ରୁ ୩୧ ଟି ଜବତ କରାଯାଇଛି । ପ୍ରତି ଦିନ ଏହି ଅଭିଯାନ ଚାଲିବ, ତେଣୁ ଦଲାଲ ମାନେ ସଜାଗ ହୋଇ ଯାଆନ୍ତୁ ବୋଲି ଚେତାବନୀ ଦେଇଛନ୍ତି ଜିଳ୍ଳା ଯୋଗାଣ ଅଧିକାରାୀ । ସେପଟେ

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ