ଆଜି କଟକ ଜିଲ୍ଲାରେ ଛୁଟି ବାତିଲ

କଟକ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ୟ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ୟ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ