ଆଜି ଘୋଷଣା ହୋଇପାରେ ନୂଆ ଏନଏସି

ଭୁବନେଶ୍ୱର: ଆଜି ଘୋଷଣା ହୋଇପାରେ ନୂଆ ଏନଏସି। ଆଜି ରାଜ୍ୟରେ ୯ଟି ନୂଆ ନୋଟିଫାଏଡ ଏରିଆ କାଉନସିଲ (NAC) ସରକାର ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି। ଏହି ନୂଆ NAC ଗୁଡିକ ହେଉଛି: ସାଲେପୁର, ଟାଙ୍ଗୀ, ଯଶୀପୁର, କପ୍ତିପଦା, ଲୋଇସିଂହା, ଖଇରା, ଗଁଦିଆ, ସୋହେଲା ଏବଂ ବଣାଇ।ଓଡ଼ିଶାରେ ବର୍ତ୍ତମାନ ୧୭୨ଟି ନଗର ସ୍ଥାନୀୟ ସଂସ୍ଥା (ULB) ରହିଛି, ଯେଉଁଥିରେ ୬ଟି ମହାନଗର ପାଳିକା, ୫୪ଟି ନଗର ପାଳିକା ଏବଂ ୬୨ଟି NAC ଅନ୍ତର୍ଭୁକ୍ତ। ୨୦୨୪ ଓ ବିଧାନସଭା ର୍ନିବାଚନ ପୂର୍ବରୁ ସମୟରେ ରାଜ୍ୟ ସରକାର ୫୬ଟି ନୂଆ NAC ଘୋଷଣା କରିଥିଲେ ଏବଂ ୬ଟି NACକୁ ନଗର ପାଳିକାରେ ପରିଣତ କରିଥିଲେ। ଏବେ ନୂଆ NAC ଗୁ ସମ୍ଭାବ୍ୟ ଘୋଷଣା ସହରୀ ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ଏବଂ ସାମାଜିକ-ଆର୍ଥିକ ଉନ୍ନୟନର ଆବଶ୍ୟକତାକୁ ଦୃଷ୍ଟିରେ ରଖି କରାଯାଉଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ