ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ।

ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ୟ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି।ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ