ଆଜି ପଙ୍କୋଦ୍ଧାର ଏକାଦଶୀ

ପୁରୀ : ପବିତ୍ର ପଙ୍କୋଦ୍ଧାର ଏକାଦଶୀ ପାଇଁ ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଚଳଚଞ୍ଚଳ ହୋଇଉଠିଛି। ବର୍ଷକରେ ଏହି ଗୋଟିଏ ଦିନ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ମିଳୁଥିବାରୁ ପଙ୍କୋଦ୍ଧାର ଏକାଦଶୀଙ୍କୁ ଭକ୍ତ ଅପେକ୍ଷା କରିଥା’ନ୍ତି। ଏହି ଦିନ ଗମ୍ଭୀରା ଭିତରକୁ ଯାଇ ଦର୍ଶନ ହେଉଥିବାରୁ ଭକ୍ତଙ୍କ ପ୍ରବଳ ଭିଡ଼ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଶ୍ରଦ୍ଧାଳୁମାନେ କିପରି ଶୃଙ୍ଖଳାର ସହ ଦର୍ଶନ କରିପାରିବେ, ସେନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମଧ୍ୟାହ୍ନ ୧୨ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ ବୋଲି ନୀତିକାନ୍ତି ଚୂଡ଼ାନ୍ତ ହୋଇଛି।

ପଙ୍କୋଦ୍ଧାର ଏକାଦଶୀ ପାଇଁ ରାତି ୧୨ଟା ୩୦ରେ ପହୁଡ଼ ଦ୍ୱାର ଖୋଲିଛି। ଏହାପରେ ମଙ୍ଗଳ ଆଳତି, ଅବକାଶ ନୀତି ହେବ। ଭୋର୍‌ ୪ଟା ମଧ୍ୟରେ ମଧ୍ୟାହ୍ନ ଧୂପ ସରିବା ପରେ ଭୋର୍‌ ୪ଟାରୁ ସକାଳ ୮ଟା ପର୍ୟ୍ୟନ୍ତ ପଙ୍କୋଦ୍ଧାର କାର୍ୟ୍ୟକ୍ରମ ଓ ମାଘ ସ୍ନାନ, ମଧ୍ୟାହ୍ନ ୧୨ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ଓ ରାତ୍ର ୧୦ଟାରୁ ରାତ୍ର ୧୧ଟା ମଧ୍ୟରେ ଧୂପ ଓ ଅନ୍ୟାନ୍ୟ ନୀତି ଏବଂ ବଡସିଂହାର ବେଶ ଅନୁଷ୍ଠିତ ହେବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ