ଆଜି ପୁଣି ସରଗରମ ହେବ ବିଧାନସଭା

ଭୁବନେଶ୍ବର: ୩ ଦିନ ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା। ୩ ଦିନିିଆ ଓଡ଼ିଶା ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଫେରିଯିବା ପରେ, ଓଡ଼ିଶା ପାଇଛି କଣ ତାହାକୁ ନେଇ ଗୃହରେ ସରଗରମ ଆଲୋଚନା ହୋଇପାରେ। ଆଜି ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି।

ଶୂନ୍ୟକାଳରେ ରାଜ୍ୟରେ ବିପର୍ୟ୍ୟସ୍ତ ଆଇନ ଶୃଙ୍ଖଳା, ପୂର୍ବତଟ ରେଳପଥକୁ ସଙ୍କୁଚିତ କରିବା, ଆମ୍ବ ଟାକୁଆ, କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ନେଇ ଗୃହରେ ଘମାଘୋଟ ଆଲୋଚନା ହୋଇପାରେ। ବିରୋଧୀଙ୍କ ପକ୍ଷରୁ ମୁଲତବି ପ୍ରସ୍ତାବ ଦିଆଯିବ। ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପରେ ଆଲୋଚନା ହେବ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !