ଆଜି ପ୍ରକାଶ ପାଇବ +୨ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଇନ୍‍ଷ୍ଟାଣ୍ଟ ପରୀକ୍ଷା ଫଳ ଆସନ୍ତାକାଲି (ଶୁକ୍ରବାର) ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଯୁକ୍ତ ଦୁଇ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମର ଶିକ୍ଷା ପାଠ୍ୟକ୍ରମରେ ୧୦୦୯ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିବାବେଳେ ୧୦୦୮ ଇନ୍‍ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ଶୁକ୍ରବାର ଅପରାହ୍ଣ ୪ଟା ୩୦ରେ ପରୀକ୍ଷା ଫଳ ପରିଷଦ କାର୍ଯ୍ୟାଳୟରେ ଘୋଷଣା କରାଯିବ। ପରୀକ୍ଷାର୍ଥୀ www.results.odisha.gov.in ଲଗଇନ୍‌ କରି ଅପରାହ୍ଣ ୫ଟାରୁ ଫଳ ଦେଖିପାରିବେ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ