ଆଜି ରଘୁରାଜପୁର ଯିବେ ମୁଖ୍ୟ ନିର୍ବାଚନ କମିଶନର

ପୁରୀ : ଆଜି ରଘୁରାଜପୁର ଯିବେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ପରେ ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ୟ୍ୟକ୍ରମ ରହିଛି। ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ। ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ରହିଛି।

ସୂଚନା ଅନୁଯାୟୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର । ଗତକାଲି ସିଇସି ଶ୍ରୀ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପରିବାର ସହିତ ପହଞ୍ଚିବା ପରେ ପରିବାର ସହ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ନେଇଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ କୋଣାର୍କ ଗସ୍ତ କରିଥିଲେ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ