ଆଜି ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଛତିଶଗଡ଼ ଯିବ ଅର୍ଣ୍ଣବ

ଭୁବନେଶ୍ୱର : ବାତ୍ୟା ଅର୍ଣ୍ଣବ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା, ପବନ। ଆଜି ସନ୍ଧ୍ୟା ହେଉଛି ଗୁରୁତ୍ୱପୂର୍ଣ୍ଣ। ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଛତିଶଗଡ଼ ଯିବ ଅର୍ଣ୍ଣବ।ଏନେଇ ବୁଧବାର ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି। ମାଲକାନଗିରି ପାଖାପାଖି ଆସିବା ବେଳକୁ ଆହୁରି ଦୁର୍ବଳ ହେବ ଅର୍ଣ୍ଣବ। ଏହା ଅବପାତ କିମ୍ବା ଗଭୀର ଅବପାତ ହୋଇ ମାଲକାନଗିରି ଅତିକ୍ରମ କରିବ।
ତେବେ ବାତ୍ୟା ଅର୍ଣ୍ଣବ ପ୍ରଭାବ ଯୋଗୁଁଁ ଆଗାମୀ ୨୪ ଘଣ୍ଟା ଓଡିଶା ପାଇଁ ଗୁରୁତ୍ୱପୂର୍ଣ୍ଣ। ୪୮ ଘଣ୍ଟା ଯାଏଁ ଉତ୍ତର-ଉତ୍ତର ପଶ୍ଚିମ ଦିଗ ମୁହାଁ ହେବ ଅର୍ଣ୍ଣବ। ପ୍ରଚୁର ଜଳୀୟବାଷ୍ପ ବଙ୍ଗୋପସାଗରରୁ ଓଡିଶା ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ବର୍ଷା ଦୃଷ୍ଟିରୁ ଓଡିଶା ପାଇଁ ଗୁରୁତ୍ୱପୂର୍ଣ୍ଣ।

  • Related Posts

    ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

    କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍…

    Continue reading
    ମାଲାଗୁଡ଼ାରେ କଲଭର୍ଟ ଧୋଇଗଲା, ଯୋଗାଯୋଗ ବିଚ୍ଛିନ୍ନ; କ୍ଷୟକ୍ଷତି ଅନୁଧ୍ୟାନ କଲେ ସାଂସଦ ପ୍ରତିନିଧି

    ରାଇକିଆ: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ରାଇକିଆ ବ୍ଲକ୍‌ରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଦୁଇ ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ଯୋଗୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ