ଆଜି ସନ୍ଧ୍ୟା ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତାକାଲି ଦିଲ୍ଲୀରେ ଆୟୋଜିତ ରୋଡ୍ ସୋ’ରେ ସେ ଯୋଗଦେବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ସେବା ସଂକଳ୍ପ ଅଭିଯାନ’ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏନେଇ ସୂଚନା ଦେଇଛନ୍ତି।

ଦିଲ୍ଲୀ ଗସ୍ତ ସମୟରେ ୟୁରୋପ, ଜାପାନ ଓ ଦକ୍ଷିଣ କୋରିଆର ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଏହି ଦେଶଗୁଡ଼ିକର ପ୍ରତିନିଧିମାନେ ଆଗ୍ରହ ପ୍ରକାଶ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଆଲୋଚନାରେ ଓଡ଼ିଶାରେ ଶିଳ୍ପ ଓ ପ୍ରଯୁକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବ। ବିଶେଷକରି ଓଡ଼ିଶାକୁ ଏକ ପ୍ରମୁଖ ସେମିକଣ୍ଡକ୍ଟର ହବ୍ ଭାବେ ବିକଶିତ କରିବା ପାଇଁ ସରକାର ଯୋଜନା କରୁଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ