ଆଜିଠୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର:   ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଆଜିଠାରୁ ପୁଣି ପର୍ୟ୍ୟଟକଙ୍କ ପାଇଁ ଖୋଲାଯିବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି।  ବାତ୍ୟା ପରିପ୍ରେକ୍ଷୀରେ ଜୀବଜନ୍ତୁ ଓ ପର୍ୟ୍ୟଟକଙ୍କ ସୁରକ୍ଷା ପାଇଁ ନନ୍ଦନକାନନ କର୍ତ୍ତୃପକ୍ଷ ଏହାକୁ ୨୪ ଓ ୨୫ ତାରିଖ ଦୁଇଦିନ ବନ୍ଦ ରଖିଥିଲେ। ବାତ୍ୟା ଦୁର୍ବଳ ହୋଇସାରିଥିବା ପରିପ୍ରେକ୍ଷୀରେ ଆଜିଠାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ୟ୍ୟଟକମାନେ ପୂର୍ବପରି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ଅଫଲାଇନ ଓ ଅନଲାଇନ ଜରିଆରେ ଟିକଟ ସଂଗ୍ରହ କରି ବୁଲି ପାରିବେ। ସୂଚନା ଯେ, ଶୁକ୍ରବାର ୭୫୦ରୁ ଊର୍ଦ୍ଧ୍ବ ବଙ୍ଗୀୟ ପର୍ୟ୍ୟଟକ ନନ୍ଦନକାନନ ଆସି ନିରାଶରେ ଫେରିଥିଲେ।

Related Posts

ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

Continue reading
ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ