ଆବାସ ଯୋଜନାରେ ଜାଲିଆତି ଅଭିଯୋଗ : ଏଡିଇଓ ନିଲମ୍ବିତ

ବୌଦ୍ଧ  : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍‌ ଖଟଖଟିଆ ପଞ୍ଚାୟତର ଏଡିଇଓ ସରୋଜ କୁମାର ମହାକୁଡ଼ ଆବାସ ଯୋଜନାରେ ଜାଲିଆତି  କରି ଜିଲ୍ଲା ପ୍ରଶାସନ ପକ୍ଷରୁ ନିଲମ୍ବିତ  ହୋଇଛନ୍ତି l
ସୂଚନା ମୁତାବକ, ଖଟଖଟିଆ ପଞ୍ଚାୟତର କାର୍ଯ୍ୟରତ ଏଡିଇଓ ସରୋଜ କୁମାର ମହାକୁଡ଼ ସରକାରୀ କାର୍ଯ୍ୟରେ ଅବହେଳା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆର୍ଥିକ ଅନିୟମିତତା ତଥା ପୁରୁଣା ଘରର ଫଟୋ ଅପଲୋଡ଼ କରି ଜନୈକା ଆବାସ ହିତାଧିକାରୀ ଯାଜ୍ଞସେନୀ ବାଙ୍କଙ୍କ ଦ୍ଵିତୀୟ କିସ୍ତି ଟଙ୍କା ଉଠାଣ ପାଇଁ ଉଦ୍ୟମ କରୁଥିବା ଆଦି ଅନିୟମିତତା ଯୋଗୁ ବୌଦ୍ଧ ଜିଲ୍ଲାପାଳ ଆଜି ନିଲମ୍ବିତ କରିଛନ୍ତି ଏବଂ ଏହି ସମୟରେ ପ୍ରତ୍ୟହ କଣ୍ଟାମାଳ ତହସିଲ କାର୍ଯ୍ଯାଳୟରେ ହାଜର ହେବେ ଓ  କଣ୍ଟାମାଳ ଛାଡି କୌଣସି ସ୍ଥାନକୁ ଯାଇ ପାରିବେ ନାହିଁ ବୋଲି ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି l

  • Related Posts

    ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ ଗିରଫ

    ସମ୍ବଲପୁର:ଭିଜିଲାନ୍ସ ସପ୍ତାହ ନ ସରୁଣୁ ଲାଞ୍ଚ ନେଉଥିବା ସମୟରେ ବନ୍ଧା ହୋଇଛନ୍ତି ସମ୍ବଲପୁର-ତାଳଚେର ରେଳ ଦୋହରୀକରଣର ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ (ସ୍ପେସାଲ୍ ଏଲ୍ଏଓ) ଅଜୟ କୁମାର ଗଡ଼ନାୟକ (ଓଆର୍‌ଏସ୍) । ଜଣେ ବ୍ୟକ୍ତିଙ୍କ ଜମି ଅଧିଗ୍ରହଣ ଓ ନିର୍ମାଣାଧୀନ ଘରର ମୂଲ୍ୟ…

    Continue reading
    ବନ୍ୟା ଓ ବାତ୍ୟା ପ୍ରଭାବିତ ୩ ଜିଲ୍ଲା ପାଇଁ ୪ IAS ଅଧିକାରୀଙ୍କୁ ଦାୟିତ୍ୱ:ମନ୍ତ୍ରୀ

    ଭୁବନେଶ୍ୱର: ବନ୍ୟା ଓ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ କ୍ଷୟକ୍ଷତିର ସଠିକ୍ ଆକଳନ ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ୪ ଜଣ ବରିଷ୍ଠ IAS ଅଧିକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି