ଆମରଣ ଅନଶନରେ ବସିଲେ ଚାମେଲି ଓଝା

ମହାକାଳପଡ଼ା : ଲୋୟର ପିଏମଜିରେ ମହାକାଳପଡ଼ା ବ୍ଲକ ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନ୍ୟାୟ ଦାବିରେ ଧାରଣା । ନିଜର ଦୁଇଟି ମୁଖ୍ୟ ଦାବି ପୂରଣ ପାଇଁ ସେ ଏହି ଧାରଣା ଦେଇଛନ୍ତି । ସେ ବିଶେଷ କରି ମହାକାଳପଡ଼ା ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଏବଂ ମହାକାଳପଡ଼ା ଆଇଆଇସି ମାନସ ମଲ୍ଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।

ପ୍ରକାଶ ଥାଉ କି, ଚାମେଲି ଓଝା ସରପଞ୍ଚ ଉନ୍ନୟନ କାର୍ଯ୍ୟ ବିଷୟରେ ବିଡିଓଙ୍କ ସହିତ ଆଲୋଚନା କରିବାକୁ ଆସିଥିବାବେଳେ ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟରେ କିଛି ଲୋକ ଚାମେଲିଙ୍କ ମୋବାଇଲ ଛଡ଼ାଇବା ସହିତ ଗାଳିଗୁଲଜ କରିଥିଲେ । ବିଡିଓ ଅଫିସ୍‌ରେ ତାଙ୍କ ଉପରେ ଆକ୍ରମଣ ହୋଇଥିବା ମଧ୍ୟ ସେ ଅଭିଯୋଗ କରିଥିଲେ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ