ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ସୁପ୍ରିମକୋର୍ଟ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟ ବଂଶୀ ସୂରଜ । ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି। ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟ ବଂଶୀ ସୂରଜ କହିଛନ୍ତି।

ନିଯୁକ୍ତିକୁ ନେଇ ନ୍ୟାୟକି ଅସଙ୍ଗତି ଯାହା ରହିଥିଲା ତାହା ଉଠି ସାରିଛି । ଖୁବଶୀଘ୍ର କୁଳପତି ଓ ପ୍ରଫେସର ନିଯୁକ୍ତି ଆରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତ ଅଛୁ । ଏକା ସାଙ୍ଗ ରେ ଏହି ଦୁଇଟି ପ୍ରକ୍ରିୟା ଆଗକୁ ଆଗେଇବ । ଗତ ମାସ ରେ ରାଜ୍ୟ ସରକାର ଯେଉଁ ଅଧ୍ୟାଦେଶ ଆଣିଥିଲେ ତାହା ୟୁଜିସି ସହ ସମନ୍ୱୟ ରକ୍ଷା କରି ଅଣା ଯାଇଛି । ୨୦୨୦ ରେ ଯେଉଁ ନୀତି ଅଣା ଯାଇଥିଲା ତାହା ୟୁଜିସି ର ନିୟମକୁ ଉଲଂଘନ କରୁଥିଲା ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟ ବଂଶୀ ସୂରଜ କହିଛନ୍ତି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ