
ଭୁବନେଶ୍ୱର :ଆସନ୍ତା ୩ ଦିନ ଯାଏ ସାରା ରାଜ୍ୟକୁ ଝଡ଼ବର୍ଷା ଆଲର୍ଟ। ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
୬ ଜିଲ୍ଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାକି ୨୨ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ।


