ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା

ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ ସିମେଣ୍ଟ କମ୍ପାନୀ ମାଲିକାନାରେ ଥିବା ସେମାନଙ୍କ ଜମି ନିମନ୍ତେ କ୍ଷତିପୂରଣ ଦାବିକରି କୃଷକ ବିଦ୍ୟାଧର ଯାଦବଙ୍କ ପରିବାର ଏବଂ କମ୍ପାନୀ ମଧ୍ୟରେ ବିବାଦ ଦେଖାଦେଇଥିଲା। ପ୍ରତିବାଦ ସ୍ବରୂପ ଇଚ୍ଛାମୃତ୍ୟୁ ଦାବିକରି ବିଦ୍ୟାଧର ଓ ତାଙ୍କ ପରିବାର ସଦସ୍ୟ ଗତ ୧୦ ତାରିଖରେ ଜୁଇରେ ବସିଥିଲେ। ଉକ୍ତ ପରିବାରକୁ ଆତ୍ମଦାହରୁ ବଞ୍ଚାଇବା ପାଇଁ ସେଠାରେ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଏଥିପାଇଁ ବହୁତ ଅର୍ଥ ବ୍ୟୟ ହୋଇଥିବାରୁ ପୋଲିସ ବିଦ୍ୟାଧରଙ୍କ ଉପରେ ୯.୯୧ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ରାଜସ୍ଥାନ ସରକାରଙ୍କ ନିର୍ଦ୍ଦେଶକ୍ରମେ ଝୁନ୍‌ଝୁନୁ ଏସ୍‌ପି ଶରଦ ଚୌଧରୀ ବିଦ୍ୟାଧରଙ୍କୁ ନୋଟିସ୍‌ ପଠାଇଛନ୍ତି।

  • Related Posts

    ୧୦, ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟକୁ ମଞ୍ଜୁରି

    ନୂଆଦିଲ୍ଲୀ: ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି । କେନ୍ଦ୍ର ସରକାର ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ର ଫିଲ୍ଡ ଟ୍ରାଏଲ ବା କ୍ଷେତ୍ରୀୟ ପରୀକ୍ଷଣକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଉଭୟ ବର୍ଗରେ ୧୦୦ କୋଟି ଲେଖାଏଁ ପ୍ଲାଷ୍ଟିକ ନୋଟ…

    Continue reading
    ଜିମ୍ବାୱେରେ  ଡଙ୍ଗା ବୁଡ଼ିଲା; ୧୫  ମୃତ

    ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଚି। ରିପୋର୍ଟ ଅନୁଯାୟୀ ୧୫ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି ଏବଂ ୨୦ ରୁ ଅଧିକ ନିଖୋଜ ଅଛନ୍ତି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ