ଇଭି, ମେଥାନଲ୍ ଓ ଇଥାନଲ୍ ଗାଡ଼ିକୁ ପରିମିଟ୍‌ ଫି’ ଛାଡ଼

ଭୁବନେଶ୍ବର : ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ରାଜ୍ୟରେ ଚାଲୁଥିବା ସମସ୍ତ ବ୍ୟାଟେରୀ ଚାଳିତ(ଇଭି), ମେଥାନଲ୍ ଏବଂ ଇଥାନଲ୍ ଇନ୍ଧନ ଚାଳିତ ପରିବହନ ଯାନଗୁଡ଼ିକୁ ପରମିଟ୍ ଫି’ ଛାଡ଼ କରାଯିବ। ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଏହି ନିୟମ ଅଧୀନରେ ଯୋଗ୍ୟ ଗାଡ଼ିଗୁଡ଼ିକୁ ପରିବହନ କର୍ତ୍ତୃପକ୍ଷଙ୍କ ଦ୍ୱାରା ବିନା କୌଣସି ପରମିଟ୍ ଦେୟରେ ଉପଯୁକ୍ତ ପରମିଟ୍ ପ୍ରଦାନ କରାଯିବ। ୩୦୦୦କେଜିରୁ କମ୍ କ୍ଷମତାର ମାଲ୍ ପରିବହନ ଗାଡ଼ିଗୁଡ଼ିକ ଏହି ଫି’ ଛାଡ଼ ବ୍ୟବସ୍ଥାରୁ ବାଦ୍ ପଡ଼ିବେ। ମୋଟର ଯାନ ଅଧିନିୟମ, ୧୯୮୮ର ନିୟମାବଳୀ ଅନୁଯାୟୀ ଏହି ସମସ୍ତ ଯାନ ପାଇଁ ପରମିଟ୍ ନେବା ବାଧ୍ୟତାମୂଳକ ରହିବ। ଏହାସହ ଗାଡ଼ିଗୁଡ଼ିକର ବୈଧ ପଞ୍ଜୀକରଣ, ବୀମା, ଫିଟନେସ୍ ପ୍ରମାଣପତ୍ର, ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ଏବଂ ଅନ୍ୟାନ୍ୟ ସରକାରୀ ଟିକସ ପୈଠ ଭଳି ସମସ୍ତ ନିୟମ ପାଳନ ଆବଶ୍ୟକ ବୋଲି ବିଭାଗ କହିଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ