ଇସି ତାଲିକାରୁ ୩୩୪ ଦଳ ବାଦ୍‌

ନୂଆଦିଲ୍ଲୀ: ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ଶନିବାର ୩୩୪ଟି ଅଣ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳକୁ ତାଲିକାରୁ ବାଦ ଦିଆଯାଇଛି। ୨୦୧୯ ପରଠାରୁ ଏହି ଦଳଗୁଡିକ କୌଣସି ନିର୍ବାଚନ ଲଢି ନାହାନ୍ତି। ଏପରିକି ଏହି ଦଳଗୁଡିକର ସ୍ଥାୟୀ କାର୍ୟ୍ୟାଳୟ ନଥିବା ଜଣାପଡିଛି। ଏହି ଦଳଗୁଡିକ ଇସି ତାଲିକାଭୁକ୍ତ ହୋଇଥିଲେ ସୁଦ୍ଧା ଇସିଙ୍କ ଦ୍ବାରା ପ୍ରଚଳିତ କୌଣସି ନିୟମ ପାଳନ କରୁନଥିବା କୁହାଯାଇଛି। ଦେଶରେ ୨୮୫୪ଟି ଅଣ ସ୍ବୀକୃତିପ୍ରାପ୍ତ ଦଳ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୫୨୦କୁ ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ୬ଟି ଜାତୀୟ ଓ ୬୭ଟି ଆଞ୍ଚଳିକ ରାଜନୈତିକ ଦଳ ସକ୍ରିୟ ରହିଛନ୍ତି।

  • Related Posts

    ଭାରତ ଦୂତାବାସକୁ ଗ୍ୟାସ, ପାଣି ଯୋଗାଣ ବନ୍ଦ କଲେ ପାକିସ୍ତାନ ସରକାର

    ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଭାରତ ଓ ପାକିସ୍ତାନ ମ୍ମରେ କୂଟନୈତିକ ଲଢେଇ ତୀବ୍ର ହୋଇଛି । ରିପୋର୍ଟ ଅନୁଯାୟୀ ଇସଲାମାବାଦସ୍ଥିତ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ପାକିସ୍ତାନ ସରକାର ପାଣି ଓ ଗ୍ୟାସ ଯୋଗାଣ ବନ୍ଦ କରିଦେଇଥିବା ଜଣାପଡିଛି । ଏହା…

    Continue reading
    ଇସ୍ରାଏଲ ଆକ୍ରମଣରେ ୫ ଅଲ୍‌ ଜଜିରା ସାମ୍ବାଦିକ ମୃତ

    ଗାଜା: ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ଅଲ୍‌ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ଙ୍କ ସମତେ ମୋଟ ୭ ଜଣ ପ୍ରାଣ ହରାଇଛନ୍ତି । ଏମାନେ ହେଲେ ଆନାସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ