ଇସ୍ରାଏଲ ଆକ୍ରମଣରେ ଲେବାନନ୍‌ରେ ୧୨ ମୃତ

ବେରୁଟ୍‌ : ଇସ୍ରାଏଲର ବିମାନ ଆକ୍ରମଣରେ ପୂର୍ବ ଲେବାନନର ବେକା ଉପତ୍ୟକାରେ ବ୍ୟାପକ କ୍ଷୟକ୍ଷତି ହେବା ସହ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏହି ଆକ୍ରମଣ ହୋଇଛି। ଏହା ପୂର୍ବରୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କହିଥିଲେ ଯେ ସେ ସମଗ୍ର ଲେବାନନରେ ହେଜବୋଲ୍ଲା ଆତଙ୍କବାଦୀ ଗୋଷ୍ଠୀକୁ ନିଶାଣ କରି ଆହୁରି ଜୋରଦାର ଆକ୍ରମଣ କରାଯିବ। ଇସ୍ରାଏଲ ସେନା ଏହି ନିର୍ଦ୍ଦିଷ୍ଟ ଆକ୍ରମଣ ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନାହିଁ। ଲେବାନନ ଏବଂ ଇସ୍ରାଏଲର ସାମରିକ ପ୍ରତିନିଧି ଦଳ ଆଲୋଚନା ପାଇଁ ୱାଶିଂଟନରେ ଏକାଠି ହେବାକୁ ଥିବାବେଳେ ଏହି ଆକ୍ରମଣ ହୋଇଛି। ଇସ୍ରାଏଲ ତାର ବିମାନ ଆକ୍ରମଣ ବନ୍ଦ ଓ ସୈନ୍ୟ ପ୍ରତ୍ୟାହାର ନକରିବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ ବୋଲି ହେଜବୋଲ୍ଲା ଶପଥ ନେଇଛି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ