ଏଣିକି ତହସିଲ ଅଫିସରେ ରହିବ ରେଜିଷ୍ଟର: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଗଲେ ଲୋକମାନଙ୍କର ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ ବୋଲି ଆଶାବ୍ୟକ୍ତ କରିଛନ୍ତି।

ରାଜ୍ୟରେ ତହସିଲଗୁଡ଼ିକରେ ମ୍ୟୁଟେଶନ ମାମଲାକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସାରିବା ଓ ପଟ୍ଟାରେ ଥିବା ପ୍ରଜାଙ୍କ ନାମ ଉତ୍ତରାଧିକାରୀଙ୍କ ନାଁରେ ସଂଶୋଧନ କରିବାକୁ ମଧ୍ୟ ମନ୍ତ୍ରୀ ପୂଜାରୀ ପରାମର୍ଶ ଦେଇଛନ୍ତି। ବିଭିନ୍ନ ଅନୁଷ୍ଠାନକୁ ଯେଉଁ ସରକାରୀ ଜମି ଲିଜ୍‌ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ସଠିକ୍‌ ବ୍ୟବହାର କରୁନାହାନ୍ତି ତେବେ ସେହି ଜମିକୁ ସରକାର ଫେରାଇନେବେ ବୋଲି ମନ୍ତ୍ରୀ ପୂଜାରୀ ସ୍ପଷ୍ଟ କରିବା ସହ ରାଜସ୍ବ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ କରିବା, ବାସସ୍ଥାନ, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ