ଏଣିକି ଶ୍ରୀମନ୍ଦିରରେ ମିଳିବ ମାଗଣା ଅବଢ଼ା

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ପୁରୀ ଧାଇଁ ଆସନ୍ତି। ଶ୍ରୀମନ୍ଦିରରେ କାଳିଆକୁ ଦର୍ଶନ କରିବା ପରେ ଶ୍ରଦ୍ଧାଳୁ ଆନନ୍ଦବଜାରରେ ଅବଢ଼ା କିଣି ଖାଆନ୍ତି। ଏପରି ମାନ୍ୟତା ରହିଛି ଯେ, ଅବଢ଼ା ପ୍ରସାଦ ସେବନ ଦ୍ୱାରା ଅନେକ ପାପରୁ ମୁକ୍ତି ମିଳେ। ତେବେ ବର୍ତ୍ତମାନ ଏପରି ଏକ ଖବର ସାମ୍ନାକୁ ଆସିଛି, ଯେଉଁଥିରେ ଭକ୍ତମାନେ ଉପକୃତ ହେବେ। ଶ୍ରୀମନ୍ଦିରରେ ଭକ୍ତମାନଙ୍କୁ ମାଗଣା ଅବଢା ମିଳିବ।

 

ସୂଚନାନୁଯାୟୀ, ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତଙ୍କୁ ପ୍ରସାଦ ମିଳିବ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ବଡ଼ ବୟାନ ଜାରି କରିଛନ୍ତି। ଏହି ଖବର ଭକ୍ତମାନଙ୍କ ପାଇଁ ଖୁସି ଖବର। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେମାନେ ଶାନ୍ତିରେ ବସି ମାଗଣାରେ ଅବଢା ସେବନ କରିପାରିବେ

Related Posts

ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

Continue reading
ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ