ଏଥର ହେବ କଲେଜ ନିର୍ବାଚନ

ଭୁବନେଶ୍ୱର: କମ୍ପିବ କଲେଜ୍‌ କ୍ୟାମ୍ପସ୍‌ । ଦୀର୍ଘ ବର୍ଷ ଧରି ବନ୍ଦ ରହିଥିବା ଛାତ୍ର ସଂସଦ ନିର୍ବାଚନ ହେବ । ଏଥିପାଇଁ କଲେଜ କ୍ୟାମ୍ପସ୍‌ ସରଗରମ୍‌ ହେବ । କଲେଜ ନିର୍ବାଚନକୁ ନେଇ ଗୁରୁବାର ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଏବିଭିପି କାର୍ଯ୍ୟକ୍ରମରେ ଯୋଗନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ସରକାର କଲେଜ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ । କିନ୍ତୁ ରାଜ୍ୟର ବିଜେପି ସରକାର ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ