ଏପ୍ରିଲ ୨ରେ ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ

ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ୟ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା କୁନି କୁନି ପିଲାଙ୍କୁ ସେହି ଦିନ ଖଡି ଛୁଆଇବେ ଗୁରୁ । ଏହି କାର୍ୟ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏପ୍ରିଲ ୨ ତାରିଖରେ ବଡ଼ଗଡ଼ ସ୍କୁଲକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଦିନ ସକାଳ ୧୦ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ପହଞ୍ଚି ପିଲାମାନଙ୍କୁ ଖଡି ଛୁଆଁଇ ସେମାନଙ୍କର ଶିକ୍ଷାରମ୍ଭ କରାଇବେ । ଏଥିପାଇଁ ବଡ଼ଗଡ଼ ସ୍କୁଲ ପରିସରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଗୁରୁବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ସୋନାମିକା ରାୟ ପହଞ୍ଚି ପ୍ରସ୍ତୁତିର ତଦାରଖ କରିଛନ୍ତି । ଏକାମ୍ର ବିଧାୟକ ବାବୁ ସିଂଙ୍କ ପ୍ରତିନିଧି ସଂଗ୍ରାମ ମାର୍ଥା ଉପସ୍ଥିତ ଥିଲେ । ସ୍କୁଲକୁ ସୁସଜ୍ଜିତ କରାଯିବ । କୁନି କୁନି ପିଲାମାନଙ୍କୁ ତଳକ ଲଗାଇ ଫୁଲ ପକାଇ ସ୍ୱାଗତ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କର କମଳରେ ପିଲାମାନଙ୍କୁ ଯାଦୁ ପେଡି ବଣ୍ଟନ କରାଯିବ । ଅଭିଭାବକ ମାନଙ୍କୁ ନେଇ ଏକ ଡ୍ୱାଟ୍ସ ଆପ୍‌ ଗ୍ରୁପ ତିଆରି କରାଯିବ ।

  • Related Posts

    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading
    ନ୍ୟାସନାଲ ଅର୍ବାନ କନକ୍ଲେଭ, ୨୩ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ନ୍ୟାସନାଲ  ଅର୍ବାନ କନକ୍ଲେଭ୍‌ (ଜାତୀୟ ସହରାଞ୍ଚଳ  ସମ୍ମେଳନ) । ଆସନ୍ତା ୨୩ରୁ ୨୫ ତାରିଖ  ଯାଏ ଏହି ସମ୍ମେଳନ ହେବ । ଏଥିରେ  ସବୁ ମହାନଗର ନିଗମର ମେୟର ଓ  କମିଶନର ଯୋଗ ଦେବାର କାର୍ଯ୍ୟକ୍ରମ  ରହିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ