ଏଫଏମ ଘଟଣା, ପେଟ୍ରୋଲ ପମ୍ପରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ

ବାଲେଶ୍ୱର : ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍ । ପେଟ୍ରୋଲ ପମ୍ପରେ ସିସିଟିଭି ଯାଞ୍ଚ ଭିତରେ ମିଳିଛି ଚାଞ୍ଚଲ୍ୟକର ତଥ୍ୟ । ଘଟଣା ଦିନ ପେଟ୍ରୋଲ ପମ୍ପରୁ ଜଣେ ଯୁବତୀ ସ୍କୁଟିରେ ଆସି ପେଟ୍ରୋଲ ନେଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ପମ୍ପ କର୍ମଚାରୀ । ତେବେ ପେଟ୍ରୋଲ କାହିଁକି ନେଇଥିଲେ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଫକୀରମୋହନ ମହାବିଦ୍ୟାଳୟ ନିକଟରେ ତାରିଣୀ ପେଟ୍ରୋଲ ପମ୍ପ ରହିଛି । କ୍ରାଇମବ୍ରାଞ୍ଚ ଟିମ୍ ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଜବତ କରିଛି ।
ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍ । କଲେଜ ନିକଟ ତାରିଣୀ ପେଟ୍ରୋଲ ପମ୍ପରେ ଆଜି ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଟିମ ଯାଞ୍ଚ କରିଛି । ଫକୀରମୋହନ ମହାବିଦ୍ୟାଳୟ ନିକଟରେ ତାରିଣୀ ପେଟ୍ରୋଲ ପମ୍ପ ରହିଛି ।
ତେଣୁ ଆତ୍ମହୂତି ଦେବାକୁ ପୀଡିତା କିମ୍ୱା ଅନ୍ୟ କେହି ତାରିଣୀ ତେଲ ଟାଙ୍କିରୁ ପେଟ୍ରୋଲ ନେଇଥିବା ସନ୍ଦେହ କରାଯାଉଛି । ଯାହା ଅନୁମାନ ମୃତ ଛାତ୍ରୀ ଜଣଙ୍କ ମୁହଁରେ କପଡା ଗୁଡାଇ ପେଟ୍ରୋଲ ନେଇଥିଲେ । ତେବେ କ୍ରାଇମବ୍ରାଞ୍ଚ ଟିମ୍ ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଜବତ କରିଛି ।

  • Garvita Odia

    Related Posts

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଭୁବନେଶ୍ୱର: ଉଦ୍ଭାବନ ଓ ଉଦ୍ୟୋଗୀକରଣ ବର୍ତମାନ ସାରା ବିଶ୍ୱର ଅର୍ଥନୈତିକ ସମୃଦ୍ଧି ଓ ସାମାଜିକ ବିକାଶର ମୂଳମନ୍ତ୍ର ପାଲଟିଛି ବୋଲି ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ୫- ଦିନିଆ ଫ୍ୟାକଲ୍ଟି ଡେଭଲପମେଂଟ ପ୍ରୋଗ୍ରାମ (ଏଫ୍ଡିପି)ରେ…

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    କଟକ,: ଅନୁଗୁଳରେ ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା ମାମଲାରେ ଫାଶୀ ଦଣ୍ଡ ପାଇଥିବା ୨ ଅଭିଯୁକ୍ତଙ୍କୁ ହାଇକୋର୍ଟ ଆଜି ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ଅଭିଯୁକ୍ତ ହେଲେ ପ୍ରକାଶ ବେହେରା ଏବଂ ନନ୍ଦ କିଶୋର ସେଠୀ । ଆବଶ୍ୟକ ପ୍ରମାଣ…

    Leave a Reply

    Your email address will not be published. Required fields are marked *

    You Missed

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ସୋଆ ପକ୍ଷରୁ ଉଦ୍ଭାବନକୁ ନେଇ ଏଆଇସିଟିଇ ପ୍ରାୟୋଜିତ ଏଫ୍ଡିପି ଆୟୋଜିତ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

    ଦାଦା, ଖୁଡି, ଭଉଣୀକୁ ହାଣିଲା ପୁତୁରା, ୨ ମୃତ

    ଦାଦା, ଖୁଡି, ଭଉଣୀକୁ  ହାଣିଲା ପୁତୁରା, ୨ ମୃତ

    ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ

    ଆଉ ନାହାନ୍ତି  କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭିଏସ୍‌ ଅଚ୍ୟୁତାନନ୍ଦ