ଏଭରେଷ୍ଟ ଅବତରଣକାରୀ ୨ ଭାରତୀୟ ମୃତ

ନୂଆଦିଲ୍ଲୀ: ବିଶ୍ବର ସବୁଠାରୁ ଉଚ୍ଚତମ ଶୃଙ୍ଗ ଏଭରେଷ୍ଟ ଆରୋହଣ ପରେ ତଳକୁ ଫେରୁଥିବାବେଳେ ଦୁଇଜଣ ଭାରତୀୟ ପର୍ବତାରୋହୀ ପ୍ରାଣ ହରାଇଥିବା ଜଣାପଡିଛି। ମୃତ ଦୁଇ ପର୍ବତାରୋହୀ ହେଲେ ସନ୍ଦୀପ ଆରେ ଓ ଅରୁଣ ତିୱାରୀ। ସନ୍ଦୀପ ଗତ ବୁଧବାର ଏଭରେଷ୍ଟ ଆରୋହଣ କରିଥିଲେ। ତେବେ ତଳକୁ ଓହ୍ଲାଉଥିବାବେଳେ ସେ ସାଉଥ୍‌ କୋଲ୍‌ କ୍ୟାମ୍ପ-୨ ନିକଟରେ ସନ୍ଦୀପ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ଅପରପକ୍ଷରେ ଅରୁଣ ତିୱାରୀ ଗୁରୁବାର ସନ୍ଧ୍ୟା ୬ଟାରେ ଏଭରେଷ୍ଟ ଶିଖରରେ ପହଞ୍ଚିଥିଲେ। ତେବେ ଶୁକ୍ରବାର ଶେରପା ଗାଇଡଙ୍କ ସହ ତଳକୁ ଓହ୍ଲାଉଥିବାବେଳେ ହିଲାରି ଷ୍ଟେପ୍‌ ନିକଟରେ ଅରୁଣ ଅସୁସ୍ଥ ହୋଇପଡିଥିଲେ। ନିକଟରେ ଥିବା ଚାରିଜଣ ଶେରପା ତାଙ୍କୁ ସହାୟତା କରିଥିଲେ ସୁଦ୍ଧା ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

  • Related Posts

    ହାଇଜାକ୍ ଆଲର୍ଟ: ଏୟାର ଇଣ୍ଡିଆ ବିମାନର ଜରୁରୀକାଳୀନ ଅବତରଣ

    ରାଜସ୍ଥାନ: ଜୟପୁର ବିମାନବନ୍ଦରରେ ବଡ଼ଧରଣର ବିମାନ ହାଇଜାକ୍ ଆଲର୍ଟ । ଯାହା ପରେ କିଛି ସମୟ ପାଇଁ ବିମାନରେ ଆତଙ୍କ ଖେଳିଯାଇଥିଲା । ଜର୍ମାନୀର ଫ୍ରାଙ୍କଫର୍ଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଫ୍ଲାଇଟ୍ (AI-2030)କୁ ଜୟପୁରରେ ସୁରକ୍ଷିତ ଭାବେ ଜରୁରୀକାଳୀନ ଅବତରଣ…

    Continue reading
    ତିହାର ଜେଲ୍ ଗଲେ ସିଜେପି ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା

    ତିହାର ଜେଲ୍ ଗଲେ କକ୍ରୋଚ ଜନତା ପାର୍ଟି (CJP) ନେତା ସୌରଭ ଦାସ ଓ ଆଶୁତୋଷ ରାଙ୍କା। ଶାନ୍ତି ମୁଚାଲିକାର ଅବମାନନା ଓ ଧାର୍ଯ୍ୟ ବିକ୍ଷୋଭସ୍ଥଳ ମାନ୍ୟତାରୁ ବାଦ୍ ପଡ଼ିଥିବା ଯନ୍ତରମନ୍ତରରେ ବିନା ଅନୁମତିରେ ପ୍ରବେଶ କରି ବିକ୍ଷୋଭ ପ୍ରଦର୍ଶନ କରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି