ଏମାନଙ୍କ ଉପରେ କାର୍ୟ୍ୟାନୁଷ୍ଠନ ନେଲା ବିସିସିଆଇ

ମୁମ୍ବଇ: ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ(ବିସିସିଆଇ) ଚକିତ କଲା ଭଳି ଏକ ନିଷ୍ପତ୍ତି ନେଇଛି। ଭାରତୀୟ ଦଳର କୋଚିଂ ଷ୍ଟାଫ୍‌ରୁ ଫିଲ୍ଡିଂ ପ୍ରଶିକ୍ଷକ ଟି ଦିଲୀପ ଏବଂ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟରଙ୍କୁ ହଟାଇ ଦେଇଛି ବିସିସିଆଇ। ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ରେ ଭାରତର ଲଜ୍ଜାଜନକ ପରାଜୟ ପରେ ବିସିସିଆଇ ଏହି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଆହୁରି କେତେଜଣ କୋଚିଂ ଷ୍ଟାଫ୍‌ଙ୍କୁ ହଟାଇ ବିସିସିଆଇ କଡ଼ା ଚେତାବନୀ ଦେଇଛି ଯେ, ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନକୁ ଅଣଦେଖା କରାଯାଇପାରିବ ନାହିଁ।

  • Related Posts

    ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌,ବିଶ୍ବ ଚମ୍ପିଆନ୍‌ଙ୍କୁ ହରାଇ ପାୟଲଙ୍କୁ ସ୍ବର୍ଣ୍ଣ

    ବଲାଙ୍ଗିର: ବ୍ୟାଙ୍ଗକକ୍‌ରେ ଚାଲିଥିବା ବିଶ୍ବ ପାରା ତୀରନ୍ଦାଜୀ ସିରିଜ୍‌ରେ କ୍ରମାଗତ ୨ୟ ଦିନ​‌ରେ ଦେଶ ପାଇଁ ୨ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଓଡ଼ିଆ ଝିଅ ପାୟଲ ନାଗ। ଶନିବାର ଫାଇନାଲରେ ୧୮ ବର୍ଷ ବୟସ୍କା ପାୟଲ ମହିଳା କମ୍ପାଉଣ୍ଡ ବ୍ୟକ୍ତିଗତ ବର୍ଗରେ…

    Continue reading
    ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮; ଆୟୋଜନ ପାଇଁ ପ୍ରସ୍ତୁତ ଓଡି଼ଶା, କାଉଣ୍ଟଡାଉନ ଆରମ୍ଭ

    ଭୁବନେଶ୍ବର: ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜନ ହେବ ୱାର୍ଲ୍ଡ ଆଥେଲେଟିକ୍ସ ଚମ୍ପିଅନସିପ ୨୦୨୮ । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଓଡିଶା ପ୍ରସ୍ତୁତ ରହିଛି । ଅନ୍ତର୍ଜାତୀୟ ପ୍ରତିଯୋଗିତା ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ