ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

ଭୁବନେଶ୍ୱର: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଗିରଫ ହୋଇଥିବା ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଶାନ୍ତ ଗିରଫ ହେବା ପରେ ତାଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କ୍ରାଇମବ୍ରାଞ୍ଚ ପ୍ରଶାନ୍ତଙ୍କୁ ଗିରଫ କରିଥିଲା। ସେ କଳାହାଣ୍ଡି ଜିଲା ଭେଜିପଦର ହାଇସ୍କୁଲର ପ୍ରଧାନ ଶିକ୍ଷକ ଥିଲେ।

ସୂଚନାଯୋଗ୍ୟ, ଓଟିଇଟ ପ୍ରଶ୍ନପତ୍ର ପ୍ରଘଟ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ତଦନ୍ତକାରୀ ସଂସ୍ଥା ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସମେତ ମୋଟ ୮ ଜଣଙ୍କୁ ଗିରଫ କରାଯାଇଛି।

  • Related Posts

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା…

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବୃଦ୍ଧି ପାଇଁ ଶ୍ରୀମନ୍ଦିର ପ୍ରଚଳିତ ଆଇନ ବ୍ୟବସ୍ଥାରେ ହେବ ପରିବର୍ତ୍ତନ । ଶ୍ରୀମନ୍ଦିର ଆଇନରେ ସଂଶୋଧନ ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବାକୁ ଉଚ୍ଚ ସ୍ତରୀୟ ପ୍ରଶାସନିକ ବୈଠକରେ ନିଷ୍ପତ୍ତି। ଶ୍ରୀମନ୍ଦିରରୁ ସ୍ପାଏ କ୍ୟାମେରା ବାରମ୍ବାର ଜବତ…

    Leave a Reply

    Your email address will not be published. Required fields are marked *

    You Missed

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା