ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଜନତା ମଇଦାନରେ ଆୟୋଜିତ ହୋଇଛି ହସ୍ତତନ୍ତ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍‌ଘାଟନ କରିଛନ୍ତି । ତେବେ ସାମିଲ ହୋଇଥିଲେ ବଲିଉଡ୍‌ର ଧକ୍‌ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ। ଏହି ଅବସରରେ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର ତଥା ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ନୂଆ ବ୍ରାଣ୍ଡ ଆମ୍ବାସଡର୍ ଭାବେ ମାଧୁରୀଙ୍କ ନାଁ ଘୋଷଣା କରଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ । ଆସନ୍ତା ବର୍ଷେ ପର୍ଯ୍ୟନ୍ତ ବ୍ରାଣ୍ଡ ଆମ୍ବାସଡର୍ ଦାୟିତ୍ବ ତୁଲାଇବେ ମାଧୁରୀ ।
ସୂଚନା ଥାଉକି, ଉଦ୍‌ଘାଟିତ ହୋଇଛି ଜାତୀୟ ହସ୍ତତନ୍ତ ଦିବସ-୨୦୨୫ । ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ସାମିଲ ହୋଇଥିଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ତେବେ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭୁବନେଶ୍ୱରରେ ଆୟୋଜିତ ‘ଏକତା’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଓଡ଼ିଶା ହସ୍ତକଳା ଏବଂ ଶାଢୀର ସୌନ୍ଦର୍ଯ୍ୟକୁ ପ୍ରଶଂସା କରିଥିଲେ ମାଧୁରୀ ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ