ଓଡ଼ିଶାରୁ ୨ଜଣ ପାଇବେ ରାଷ୍ଟ୍ରପତି ପଦକ

ଭୁବନେଶ୍ଵର : ସ୍ଵାଧୀନତା ଦିବସ ଅବସରରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର। ଓଡ଼ିଶାରୁ ୯ ଜଣଙ୍କୁ ମିଳିବ ସାହସିକତା ପଦକ। ଏସଆଇ ଅମରେଶ ନରେନ୍ଦ୍ର, କନେଷ୍ଟବଳ ଜିତେନ୍ଦ୍ର ନାୟକ, ଓଏପିଏଫ୍ ଅର୍ଜ୍ଜୁନ ମଲ୍ଲିକ, ଯୁଧିଷ୍ଠିର ମଲ୍ଲିକ, ହାବିଲଦାର ଅଶ୍ଵିନୀ ବାଗ, କମାଣ୍ଡୋ ଡମ୍ଵରୁଧର ଭୋଇ, ନବୀନ ସାହୁ, ପ୍ରଦୀପ ଶ୍ରେଷ୍ଠ, ଅଭିମନ୍ୟୁ ମାଝୀଙ୍କୁ ସାହସିକତା ପଦକ ମିଳିବ। ବିଶିଷ୍ଟ ସେବା ପାଇଁ ଓଡ଼ିଶାର ଏଏସପି ରବୀନ୍ଦ୍ର ପଣ୍ଡା, କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକ ମିଳିବ। ଓଡ଼ିଶାରୁ ୧୧ ଜଣଙ୍କୁ ପ୍ରଶଂସନୀୟ ସେବା ପଦକ ମିଳିବ। ଏଆଇଜି ମହେଶ୍ଵର ସେଠୀ, ଏଏସପି ପ୍ରଦୀପ ପ୍ରଧାନ, ଦେବେନ୍ଦ୍ର ଦାସ, ଡିଏସପି ଆଶିଷ ରାଉତ, ଇନ୍ସପେକ୍ଟର ଶ୍ରୀନିବାସ ଦୋରା, ଡିଏସପି ହେମାମାଳିନୀ ନାୟକ, କମାଣ୍ଡାଣ୍ଟ ସୂର୍ୟ୍ୟ ନାରାୟଣ ମଲ୍ଲିକ, ଇନ୍ସପେକ୍ଟର ସନ୍ତୋଷ ମିର୍ଦ୍ଧା, ଏଏସଆଇ ଅରୁଣ ସାମନ୍ତ, ଅରବିନ୍ଦ ଦାସ, କନେଷ୍ଟବଳ ଚିନ୍ମୟୀ ରାଉତଙ୍କୁ ପଦକ ମିଳିବ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ