‘ଓଡ଼ିଶାରେ ଚାହିଦା ଠାରୁ ଅଧିକ ପିଆଜ ଉପôାଦନ’

ଭୁବନେଶ୍ୱର: ଓଡ଼ିଶାରେ ଆବଶ୍ୟକତା ଠାରୁ ଅଧିକ ପିଆଜ ଉପôାଦନ ହେଉଛି । ବୁଧବାର ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ରଖି କୃଷିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି ।
ଶ୍ରୀ ସିଂହଦେଓ କହିଛନ୍ତି ଯେ ୨୦୨୩-୨୪ରେ ୩ ଲକ୍ଷ ୭୫ ହଜାର ମେଟ୍ରିକ ଟନ ପିଆଜ ଆବଶ୍ୟକ ଥିଲା । ମାତ୍ର ୪ ଲକ୍ଷ ୨୦ ହଜାର ମେଟ୍ରିକ ଟନ ଉପôାଦିତ ହୋଇଥିଲା ବୋଲି କେ ଭି ସିଂହଦେଓ ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ମହାରାଷ୍ଟ୍ର, କର୍ଣ୍ଣାଟକରେ ଅମଳ ବିଳମ୍ବ ପାଇଁ ଦର ବଢ଼ୁଛି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ