ଓଡିଶା ବାସ୍ତବରେ ରତ୍ନଗର୍ଭା : ମୁଖ୍ୟମନ୍ତ୍ରୀ

କୋଣାର୍କ: କୋଣାର୍କରେ ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି। କେନ୍ଦ୍ର ଖଣି ମନ୍ତ୍ରଣାଳୟ ଓ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗିତାରେ ସମ୍ମିଳନୀର ଆୟୋଜନ କରାଯାଇଛି । କେନ୍ଦ୍ର ଖଣିଜ ସମ୍ପଦ ମନ୍ତ୍ରୀ ଜି.କିଶନ ରେଡ୍ଡୀ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି। ଓଡ଼ିଶା ସମେତ ୧୬ଟି ଖଣି ବହୁଳ ରାଜ୍ୟର ମନ୍ତ୍ରୀମାନେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧନ କରି କହିଛନ୍ତି ଓଡିଶା ବହୁ ବିଧ ଖଣିଜ ସମ୍ପଦରେ ଭରପୂର ରାଜ୍ୟ। କେବଳ କେନ୍ଦୁଝର ନୁହେଁ ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ଖଣିଜ ସମ୍ପଦ ଭରପୂର ହୋଇ ରହିଛି। ତେଣୁ ଓଡିଶା ବାସ୍ତବରେ ରତ୍ନଗର୍ଭା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଦେଶର ବିକାଶରେ ଓଡିଶାର ଭୂମିକା ଗୁରୁତ୍ଵପୂର୍ଣ୍ଣ। ବର୍ତ୍ତମାନ ଓଡିଶା ମାଟିରେ ଲିଥିୟମ୍ ଥିବା ସଙ୍କେତ ମିଳିଛି। ଇ-ବ୍ୟାଟେରୀ ଶିଳ୍ପ ପାଇଁ ଏହା ଭଲ ଏକ ଭଲ ଖବର ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ