ଓଡିଶାରେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଚିନ୍ତା ବଢାଇଲା କରୋନା। ଆନ୍ଧ୍ର ପରେ ଓଡିଶାରେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏମକେସିଜିରେ ଜଣେ ମହିଳା ରୋଗୀ କରୋନା ସଂକ୍ରମିତରେ ଚିକିତ୍ସିତ ହେଉଛନ୍ତି। କିଛି ଦିନ ହେଲା ସେ ଏମକେସିଜିରେ ଚିକିତ୍ସିତ ହେଉଥିଲେ।

ରାଜ୍ୟରେ କୋଭିଡକୁ ନେଇ ସବୁବେଳେ ସତର୍କତା ଜାରି ରହିଥିବା କହିଛି ସ୍ୱାସ୍ଥ୍ୟ ବିଭାଗ । ନିୟମିତ ଭାବେ ସନ୍ଦିଗ୍ଧ ରୋଗୀଙ୍କ କୋଭିଡ ପରୀକ୍ଷା କରାଯାଉଛି । ଆନ୍ଧ୍ରପ୍ରଦେଶରେ ସଂକ୍ରମଣ ବଢ଼ୁଥିବା ପରିସ୍ଥିତିକୁ ଦେଖି ଆନ୍ଧ୍ର ସୀମାନ୍ତରେ ଥିବା ଓଡ଼ିଶାର ଜିଲ୍ଲାଗୁଡ଼ିକର CDMOମାନଙ୍କୁ ସତର୍କ କରାଯାଇଛି । ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସନ୍ଦିଗ୍ଧ ରୋଗୀଙ୍କ କୋଭିଡ ପରୀକ୍ଷା ନିଶ୍ଚିତ କରାଯିବ । ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲଗୁଡ଼ିକରେ ପରୀକ୍ଷା ବ୍ୟବସ୍ଥା ସକ୍ରିୟ ରହିଛି ।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ