ଓ୍ୱାୟନାଡ଼ ଉପନିର୍ବାଚନ: ପ୍ରିୟଙ୍କା ଗାନ୍ଧି ଆଗୁଆ

ନୂଆଦିଲ୍ଲୀ: କେରଳର ୱାୟନାଡ଼ ଲୋକସଭା ଆସନ ପାଇଁ ହୋଇଥିବା ଉପ-ନିର୍ବାଚନର ଫଳାଫଳ ଆଜି ଆସୁଛି। ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍‌ ଗଣତି। ତେବେ ପ୍ରାରମ୍ଭିକ ଟ୍ରେଣ୍ଡରେ ନିର୍ବାଚନ ମୈଦାନରେ ଡେବ୍ୟୁ କରିଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ୨୦ ହଜାର ଭୋଟ୍‌ରେ ଆଗୁଆ ଥିବା ସୂଚନା ମିଳିଛି।

ରାହୁଲ ଗାନ୍ଧିଙ୍କ ଇସ୍ତଫା ପରେ ଏହି ଆସନ ଖାଲି ପଡିଛି। ଏଠାରୁ ପ୍ରିୟଙ୍କା ଗାନ୍ଧି କଂଗ୍ରେସ ଟିକେଟରେ ନିର୍ବାଚନ କ୍ଷେତ୍ରରେ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି। ପ୍ରିୟଙ୍କା ପ୍ରଥମ ଥର ପାଇଁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।ଅନ୍ୟପକ୍ଷରେ ବିଜେପି ତରଫରୁ ଯୁବ ନେତା ନବ୍ୟା ହରିଦାସଙ୍କୁ ଏଠାରୁ ନିର୍ବାଚନ ଲଢ଼ିଛନ୍ତି। ଏହା ବ୍ୟତୀତ ଲେଷ୍ଟ ଡେମୋକ୍ରାଟିକ୍ ଫ୍ରଣ୍ଟର ସତ୍ୟନ ମୋକେରୀ ମଧ୍ୟ ମୈଦାନରେ ଅଛନ୍ତି। ତେବେ ଏସମସ୍ତଙ୍କୁ ପଛରେ ପକାଇ ଭୋଟ୍‌ ଗଣନାର ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧି ଆଗୁଆ ଅଛନ୍ତି। କଂଗ୍ରେସ ଦାବି କରିଛି ଯେ ପ୍ରିୟଙ୍କା ବିପୁଳ ଭୋଟ୍‌ରେ ଜିତି ଇତିହାସ ସୃଷ୍ଟି କରିବେ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ