କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ ନଜର ରଖିବା ପାଇଁ ସାଦା ପୋଷାକରେ ପୁଲିସ ମୁତୟନ ହେବେ। ଏସବୁକୁ ଡିଜିପିଙ୍କ କାର୍ଯ୍ୟାଳୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ମନିଟର କରିବେ। ଗଣତାନ୍ତ୍ରିକ ଉପାୟରେ ଆନ୍ଦୋଳନ ହେଉ। କିନ୍ତୁ କୌଣସି ନେତା ବା କର୍ମୀ ଆଇନକୁ ହାତକୁ ନିଅନ୍ତୁ ନାହିଁ ବୋଲି ସୂଚନା ଦେଇଛନ୍ତି ପୁଲିସ କମିଶନର ଏସ୍.ଦେବଦତ୍ତ. ସିଂ। ଲୋକସେବା ଭବନ, ବିଧାନସଭା , ରାଜୀବ ଭବନ, ବିଭିନ୍ନ ଭିଭିଆଇପିଙ୍କ ବାସଭବନ ନିକଟରେ ସୁରକ୍ଷା ବ୍ୟବସ୍ଥା କଡାକଡି ହେବ। ରେଳରୋକ ହିଂସାର ପନ୍ଥା ଆପଣାଇଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର।

  • Garvita Odia

    Related Posts

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି…

    ଟ୍ବିନ୍ ସିଟିରେ ପିକେଟିଂ

    ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା