କଟକରୁ ହଟିଲା କର୍ଫ୍ୟୁ

କଟକ,07/10: କଟକ ସହରରୁ ହଟିଲା କର୍ଫ୍ୟୁ। ଏନେଇ ସୂଚନା ଦେଇଛନ୍ତି ପୁଲିସ କମିସନର ଏସ୍ ଦେବଦତ୍ତ ସିଂ। ସେ କହିଛନ୍ତି, କର୍ଫ୍ୟୁ ସମୟ ସୀମା ସରିଛି, କିନ୍ତୁ ଏବେ ବି ଟିମ୍ ଅନୁଧ୍ୟାନ କରୁଛି। ସମ୍ବେଦନଶୀଳ ସ୍ଥାନରେ ପୁଲିସ ମୁତୟନ ରହିବେ। ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜେ ସେ ଦିଗ ଉପରେ ନଜର ରହିବ। ସାଦା ପୋଷାକରେ ପୁଲିସ ମୁତୟନ ହୋଇ ରହିବେ। ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ଥିଲା। କଟକର ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଥିଲା। ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ ହୋଇଥିଲା। ଆଉ ଏବେ କର୍ଫ୍ୟୁକୁ ହଟାଇଦିଆଯାଇଛି। ଆଗାମୀ ସମୟରେ ଦୋକାନ ବଜାର ଖୋଲିବ। ଚଳପ୍ରଚଳ ସ୍ବାଭାବିକ ହେବ। ଯଦି ପୁଣି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୁଏ, ତେବେ ପୁଣି ପୁଲିସ କାର୍ଯ୍ୟାନୁଷ୍ଠାନ ନେଇପାରେ। ସୂଚନାଯୋଗ୍ୟ, ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ଥିଲା। କଟକର ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଥିଲା। ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ ହୋଇଥିଲା। ଆଉ ଏବେ କର୍ଫ୍ୟୁକୁ ହଟାଇଦିଆଯାଇଛି। ଆଗାମୀ ସମୟରେ ଦୋକାନ ବଜାର ଖୋଲିବ। ଚଳପ୍ରଚଳ ସ୍ବାଭାବିକ ହେବ। ଯଦି ପୁଣି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୁଏ, ତେବେ ପୁଣି ପୁଲିସ କାର୍ଯ୍ୟାନୁଷ୍ଠାନ ନେଇପାରେ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ