କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ ପିଟିସନ୍ ଉପରେ ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଉଲ୍ଲେଖ ଯୋଗ୍ୟ, ୨୦ ହଜାର କନିଷ୍ଠ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରଥମେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଚୟନକୁ ନେଇ ଦୀର୍ଘ ଦିନ ବିବାଦ ଲାଗି ରହିବା ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ନିଯୁକ୍ତି ଆରମ୍ଭ ହୋଇଥିଲା। କାରଣ କଟ୍-ଅଫ୍ ମାର୍କ କମ୍ କରି ପଦବୀ ପୂରଣ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଥିଲା। ହେଲେ ବିଭିନ୍ନ କାରଣରୁ ଏବେ ମଧ୍ୟ ୪ ହଜାର ପଦବୀ ପୂରଣ ହୋଇନାହିଁ। ତେବେ ଖାଲି ପଦବୀକୁ ପୂରଣ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆଶାୟୀ ପ୍ରାର୍ଥୀ।

  • Related Posts

    ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

    କଟକ: ଏସ୍‌ସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାକୁ ଆଉ ଦିନ କେଇଟା ପରେ ମାସେ ପୂରିବ । ଏହାରି ଭିତରେ ଏସ୍‌ସିବି ଟ୍ରାଜେଡିର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି । ଅବସରପ୍ରାପ୍ତ ବିଚାରପତି ଲକ୍ଷ୍ମୀଧର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ତଦନ୍ତକାରୀ ଟିମ୍…

    Continue reading
    ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ଗଣତି ମଣତି କାର୍ଯ୍ୟ ଆରମ୍ଭ

    ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ଟିମର ସଦସ୍ୟମାନେ ମହାପ୍ରଭୁଙ୍କ ସକାଳ ଧୂପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ